Creation Science Information & Links!
The 2 Commandments

   " "ଯୀଶୁ କହିଲେ, "ତୁମ୍ଭେ ସମ୍ପୂର୍ଣ୍ଣ ହୃଦୟ, ସମ୍ପୂର୍ଣ୍ଣ ଆତ୍ମା ଓ ସମ୍ପୂର୍ଣ୍ଣ ମନ ଦଇେ ପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ପ୍ ରମେ କରିବ।'   ଏହା ପ୍ରଥମ ଓ ସବୁଠାରୁ ମହତ୍ତ୍ବପୁର୍ଣ୍ଣ ଆଦେଶ।   ଦ୍ବିତୀୟ 'ଆଦେଶଟି ମଧ୍ଯ ପ୍ରଥମ ଆଦେଶ ଭଳି। ତାହା ହେଉଛି: 'ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ଯ ସହେିପରି ଭଲ ପାଅ।'   ସମସ୍ତ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତାମାନଙ୍କର ଲଖାଗେୁଡ଼ିକ ଏହି ଦୁଇଟି ଆଦେଶ ଉପରେ ଆଧାରିତ।" "   (Matthew) ମାଥିଉଲିଖିତ ସୁସମାଚାର 22:37-40
 


   "ହଜାର ହଜାର ମଷେ ରେ କି ଅଯୁତ ତୈଳର ନଦୀ ରେ ସଦାପ୍ରଭୁ କ'ଣ ଆନନ୍ଦିତ ହବେେ? ମାରେ ଅପରାଧ ପାଇଁ କ'ଣ ମାରେ ପ୍ରଥମ ସନ୍ତାନକୁ ପ୍ରତିଦାନ ସ୍ବରୂପ ଦବେି? ମାରେ ଶରୀରର ଫଳ ସ୍ବରୂପ ସନ୍ତାନକୁ ମାରେ ପାପ ପାଇଁ କ'ଣ ପରିଶାଧେ କରିବି?   ହେ ମାନବ, ଯାହା ଉତ୍ତମ ତାହା ସଦାପ୍ରଭୁ ତୁମ୍ଭକୁ ଜଣାଇଛନ୍ତି। ଏହାହିଁ ସଦାପ୍ରଭୁ ତୁମ୍ଭଠାରୁ ଇଚ୍ଛା କରନ୍ତି। ଅନ୍ୟମାନଙ୍କ ପ୍ରତି ଭଲହୁଅ, ବଦାନ୍ଯତା ଓ କରୁଣାକୁ ଭଲ ପାଅ, ପରମେଶ୍ବରଙ୍କ ସହିତ ନମ୍ରତାର ସହିତ ବାସ କର। "   (Micah) ମୀଖା 6:7-8
 

   "ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।   ଯଦି ଜଣେ ପରମେଶ୍ବରଙ୍କ ଶିକ୍ଷାକୁ କବଳେ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣ ରେ ନିଜ ମୁହଁ ଦେଖିଲା ଭଳି ଅଟେ।   ସେ ଦର୍ପଣ ରେ ନିଜକୁ ଦେଖେ ଓ ଦୂ ରଇେ ଚାଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା।   କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।   ଜଣେ ଲୋକ ଭାବିପା ରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁ ସବୁ କଥା କହିବା ଉଚିତ ନୁହେଁ, ତାହା କହିବା ଦ୍ବାରା ସେ ନିଜକୁ ଠକେ। ତେଣୁ ତା'ର 'ଧର୍ମ"ର କିଛି ମୂଲ୍ଯ ରହେ ନାହିଁ।   ପରମେଶ୍ବର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା : ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନବୋ ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ବର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି। "   (James) ଯାକୁବଙ୍କ ପତ୍ 1:22-27
 

   " ସାରକଥା ଏହି, ଆମ୍ଭମାନେେ ସବୁ ଶୁଣିଛୁ। ପରମେଶ୍ବରଙ୍କୁ ଭୟ କର ଓ ତାଙ୍କର ଆଜ୍ଞାସବୁ ପାଳନ କର। କାରଣ ଏହା ହିଁ ମନୁଷ୍ଯର ପୂର୍ଣ୍ଣ କର୍ତ୍ତବ୍ଯ ଅଟେ।   ପରମେଶ୍ବର ପ୍ରେତ୍ୟକକ କର୍ମ, ପୁଣି ଭଲ କି ମନ୍ଦ ପ୍ରେତ୍ୟକକ ଗୁପ୍ତ ବିଷଯ ବିଚାର ରେ ଆଣିବେ। "   (Ecclesiastes) ଉପଦେଶକ 12:13-14


The 2 Commandments · Odia, ଓଡ଼ିଆ, oṛiā, Oriya
http://www.creationism.org/odia/salv2Cmd_or.htm



ମୂଖ୍ୟ:  ଓଡ଼ିଆ
www.creationism.org